ଆଜିଠୁ ଆରମ୍ଭ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ । ଏହା ୩ ଦିନ ପର୍ଯ୍ୟନ୍ତ ଯଥା ୨୧, ୨୨ ଓ ୨୩ ତାରିଖରେ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି । ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ASI ପକ୍ଷରୁ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ ।
