Spread the love

ଟ୍ୱିନସିଟିରେ କାଳବୈଶାଖୀ ବର୍ଷା ଆରମ୍ଭ ହୋଇଯାଇଛି । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଘଡଘଡି ସହ ପବନ ମଧ୍ୟ ବହୁଛି । ସେହିପରି କାଳବୈଶୀଖୀ ପାଇଁ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ ଆଲର୍ଟ ଜାରି ।


Spread the love